Isaiah 3:4 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ସମାନଙ୍କେ ଉପ ରେ ଶାସନ କରିବା ପାଇଁ ମୁଁ ୟୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସମାନଙ୍କେୁ ପରିଚାଳନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ସେମାନଙ୍କ ଉପରେ ଶାସନ କରିବା ପାଇଁ ମୁଁ ଯୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସେମାନଙ୍କୁ ପରିଗ୍ଭଳନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।