Isaiah 3:5 — Compare Translations

5 translations compared side by side

Odia - 1840
"ଜଣେ ଅନ୍ୟ ଜଣଙ୍କ ଦ୍ବାରା ଓ ପ୍ରେତ୍ୟକକ ବ୍ଯକ୍ତି ଅନ୍ୟ ପ୍ରତିବାସୀ ଦ୍ବାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ଯକ୍ତି, ବଯୋଜେଷ୍ଠ ବ୍ଯକ୍ତିଙ୍କୁ ଯତ୍ନ ନବେେ ନାହିଁ। ସାଧାରଣ ବ୍ଯକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଅନ୍ୟ ଜଣଙ୍କ ଦ୍ୱାରା ଓ ପ୍ରତ୍ୟେକ ବ୍ୟକ୍ତି ଅନ୍ୟ ପ୍ରତିବାସୀ ଦ୍ୱାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ୟକ୍ତି, ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଯତ୍ନ ନେବେ ନାହିଁ। ସାଧାରଣ ବ୍ୟକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।