Isaiah 3:6 — Compare Translations
5 translations compared side by side
Odia - 1840
"ସେତବେେଳେ କହେିଜଣେ ବ୍ଯକ୍ତି ନିଜ ପରିବାର ମଧ୍ଯରୁ ଜଣଙ୍କୁ ଧରି କହିବେ, ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହବେ। ତୁମ୍ଭେ ଏହି ନିପତିତ ରାଜ୍ଯର ଅଧିପତି ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ କେହିଜଣେ ବ୍ୟକ୍ତି ନିଜ ପରିବାର ମଧ୍ୟରୁ ଜଣକୁ ଧରି କହିବେ, “ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହେବ। ତୁମ୍ଭେ ଏହି ନିପାତିତ ରାଜ୍ୟର ଅଧିପତି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
Odia IRV 2017 (ଓଡିଆ ବାଇବେଲ)
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;