Isaiah 3:7 — Compare Translations

5 translations compared side by side

Odia - 1840
"ମାତ୍ର ସହେି ଭାଇଟି ଉଚ୍ଚସ୍ବର ରେ କହିବ, ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରଗେୃହ ରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମାେତେ ତୁମ୍ଭମାନେେ ତୁମ୍ଭର ଶାସନକର୍ତ୍ତା କର ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”