Isaiah 3:8 — Compare Translations

5 translations compared side by side

Odia - 1840
"ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ଵିତ କରିବା ପାଇଁ ସେମାନଙ୍କର ଜିହ୍ଵା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ଘଟିବାର କାରଣ ଯିରୁଶାଲମ ବିପଥଗାମୀ ହୋଇ ବିନଷ୍ଟ ହୋଇଛି। ଯିହୁଦା ପରମେଶ୍ୱରଙ୍କୁ ଅବଜ୍ଞାକରି ନିପାତିତ ହୋଇଛି। ସେମାନଙ୍କର ବାକ୍ୟ ଓ କାର୍ଯ୍ୟ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସେମାନେ ସଦାପ୍ରଭୁଙ୍କ ମହିମାରେ ଉପହାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।