Isaiah 3:9 — Compare Translations

5 translations compared side by side

Odia - 1840
"ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ । ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହେବାର ପରିଚୟ ମିଳେ। ଆଉମଧ୍ୟ ସେମାନେ ସେମାନଙ୍କର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସେମାନେ ସେମାନଙ୍କର ପାପକୁ ଗୋପନ ରଖନ୍ତି। ଏହା ସେମାନଙ୍କ ପାଇଁ କୁଫଳ ହେବ କାରଣ ସେମାନେ ନିଜେ ନିଜର ଅନିଷ୍ଟ କରିବାକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।