Isaiah 30:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ଵାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ଵାରା ନୁହେଁ, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କୁ ବିଶ୍ୱାସ କରିବା ଉଚିତ୍ ମାତ୍ର ମିଶରକୁ ନୁହେଁ ସଦାପ୍ରଭୁ କହିଲେ, “ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସେମାନେ ମନ୍ତ୍ରଣା କରନ୍ତି ମାତ୍ର ସାହାଯ୍ୟ ଗ୍ଭହାନ୍ତି ନାହିଁ। ସେମାନେ ପାପ ଉପରେ ପାପ କରି ଗ୍ଭଲନ୍ତି ମାତ୍ର ମୋର ଆତ୍ମା ଦ୍ୱାରା ନୁହେଁ। ତେଣୁ ସେମାନେ ସନ୍ତାପର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!