Isaiah 30:10 — Compare Translations

5 translations compared side by side

Odia - 1840
"ସମାନେେ ଦର୍ଶକମାନଙ୍କୁ କୁହନ୍ତି, ତୁମ୍ଭମାନେେ ଦର୍ଶନ କର ନାହିଁ ଓ ଭବିଷ୍ଯତ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭମାନେେ ଆମ୍ଭମାନଙ୍କ ନିକଟରେ ବିଶ୍ବାସ ବାକ୍ଯ ପ୍ରଚାର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦର୍ଶକଗଣକୁ କହନ୍ତି, ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣକୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦର୍ଶକମାନଙ୍କୁ କୁହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ କୁହନ୍ତି ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ବିଶ୍ୱାସ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;