Isaiah 30:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ। ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”

Recommended Reading