Isaiah 30:12 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତା ରେ ବିଶ୍ବାସ କରି ତହିଁ ଉପ ରେ ନିର୍ଭର କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲର ଧର୍ମସ୍ଵରୂପ ଏହି କଥା କହନ୍ତି, ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ଵାସ କରି ତହିଁ ଉପରେ ନିର୍ଭର ରଖୁଅଛ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ସାହାଯ୍ୟ କେବଳ ପରମେଶ୍ୱରଙ୍କଠାରୁ ଆସେ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;