Isaiah 30:13 — Compare Translations
5 translations compared side by side
Odia - 1840
"ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାପ ପତନ ହେବ, ଠିକ୍ ଯେପରି ଉଚ୍ଚ କାନ୍ଥରେ ଫାଟ ଦେଇ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”