Isaiah 30:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଯେିବ। ତାହା ଏପରି ଅଦରକାରୀ ହବେ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥି ରେ ଚୂଲୀରୁ ନିଆଁ ଆଣି ହବେ ନାହିଁ କି କୁଣ୍ଡରୁ ପାଣି ନଇେ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେନ୍ତ ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ତରୁ ଜଳ ନେବା ଭଳି ଖଣ୍ତେ ଖପରା ହିଁ ତହିଁରୁ ମିଳିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।