Isaiah 30:15 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ଵରୂପ କହିଲେ, ଫେରିଲେ ଓ ଶା; ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ଵାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି ତୁମ୍ଭେମାନେ ଅସମ୍ମତ ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କୁହନ୍ତି, “ତୁମ୍ଭେମାନେ ଯଦି ମୋ’ ନିକଟକୁ ଫେରି ଆସିବ ତେବେ ତୁମ୍ଭେମାନେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ୱାସ ରଖିଲେ ବନ୍ଦ ହେବ।” ମାତ୍ର ତୁମ୍ଭେମାନେ ଅସମ୍ମତ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।