Isaiah 30:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କୁହ, ନା, ଆମ୍ଭମାନେେ ଅଶ୍ବ ରେ ପଳାଇବୁ।' ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାଧାବନ କରିବେ। ତୁମ୍ଭମାନେେ ଦ୍ରୁତଗାମୀ ବାହନ ରେ ଗଲେ ମଧ୍ଯ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ଵରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କୁହ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ।” ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚା‌‌‌ତ୍‌‌‌ଧାବନ କରିବେ। ତୁମ୍ଭେମାନେ ଦ୍ରୁତଗାମୀ ବାହନରେ ଗଲେ ମଧ୍ୟ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।