Isaiah 30:17 — Compare Translations
5 translations compared side by side
Odia - 1840
"ଜଣେ ବ୍ଯକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାଯନ କରିବେ। ପାଞ୍ଚଜଣଙ୍କ ଧମକରେ ତୁମ୍ଭମାନେେ ସମସ୍ତେ ପଳାଯନ କରିବ। କବଳେ ତୁମ୍ଭମାନେେ ପର୍ବତର ଶୃଙ୍ଗ ରେ ଏକ ଚିହ୍ନ ସ୍ବରୂପ ଓ ଉପପର୍ବତ ରେ ପତାକାର ଦଣ୍ଡସ୍ବରୂପ ହାଇେ ଅବଶିଷ୍ଟ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ଵରୂପ ଓ ଉପପର୍ବତରେ ପତାକାର ଦଣ୍ତ ସ୍ଵରୂପ ହୋଇ ଅବଶିଷ୍ଟ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
Odia IRV 2017 (ଓଡିଆ ବାଇବେଲ)
ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।”