Isaiah 30:18 — Compare Translations
5 translations compared side by side
Odia - 1840
"ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ଵର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)