Isaiah 30:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।