Isaiah 30:2 — Compare Translations
5 translations compared side by side
Odia - 1840
"ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସନ୍ତାନଗଣ ମୋତେ ନ ପଗ୍ଭରି ଫାରୋଙ୍କ ବଳରେ ବଳୀୟାନ ହେବାକୁ ଓ ମିଶରରେ ଆଶ୍ରୟ ନେବାକୁ ମିଶର ଯାତ୍ରା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।