Isaiah 30:20 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ପରମେଶ୍ବର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଲେଶରୂପକ ଜଳ ଦଇେଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭମାନେେ ତୁମ୍ଭର ଖାଲି ଚକ୍ଷୁ ରେ ତାଙ୍କର ଦର୍ଶନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଳେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ ମୋର ପ୍ରଭୁ ପରମେଶ୍ୱର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଳେଶରୂପକ ଜଳ ଦେଇଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭେମାନେ ତୁମ୍ଭର ଖାଲି ଚକ୍ଷୁରେ ତାଙ୍କର ଦର୍ଶନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।