Isaiah 30:21 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦକ୍ଷିଣରେ କି ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଯଦି ଭୁଲ୍ କର କିମ୍ବା ଭୁଲ୍ ବାଟରେ ଯାଅ, ଦକ୍ଷିଣକୁ କିମ୍ବା ବାମରେ ଗଲାବେଳେ ପଛରୁ ଏକ ସ୍ୱର ଶୁଣିବ, “ଏ ହେଉଛି ପଥ, ଏହି ପଥରେ ଗମନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”