Isaiah 30:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ରେ ୗପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦଇେଛନ୍ତି। ମାତ୍ର ତୁମ୍ଭମାନେେ ସହେି ମିଥ୍ଯା ପ୍ରଭୁଙ୍କୁ ଆଉ ସବୋ କରିବ ନାହିଁ। ଆଉ ତୁମ୍ଭମାନେେ ସଗେୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ଯ ଫିଙ୍ଗି ଦବେ ଏବଂ କହିବ ଏଠାରୁ ବାହାରି ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମା-ଗଣର ମଣ୍ତନ ଓ ଛାଞ୍ଚରେ ଢଳା ସ୍ଵର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ ଏଠାରୁ ବାହାରି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।”