Isaiah 30:23 — Compare Translations
5 translations compared side by side
Odia - 1840
"ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦେବେ। ତୁମ୍ଭେମାନେ ଶସ୍ୟ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହେବ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଗ୍ଭରଣଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।