Isaiah 30:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଚାଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଚାଲୁଣି ଓ କୁଲା ରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଭୂମି ଚାଷକାରୀ ବଳଦ ଓ ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଗ୍ଭଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଗ୍ଭଲୁଣି ଓ କୁଲାରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।