Isaiah 30:25 — Compare Translations

5 translations compared side by side

Odia - 1840
"ଯେଉଁମାନେ ଗଣହତ୍ଯା ହବେ ଓ ଦୁର୍ଗସବୁ ପତିତ ହବେ। ସହେିଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କ ରେ ଝରଣା ଓ ଜଳଷୋର୍ତ ପ୍ରବାହିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଦିନ ଗଣହତ୍ୟା ହେବ ଓ ଦୁର୍ଗସବୁ ପତିତ ହେବ। ସେହି ଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କରେ ଝରଣା ଓ ଜଳସ୍ରୋତ ପ୍ରବାହିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।