Isaiah 30:27 — Compare Translations

5 translations compared side by side

Odia - 1840
"ଦେଖ! ସଦାପ୍ରଭୁଙ୍କର ନାମ କୋରଧ ରେ ପ୍ରଜ୍ଜ୍ବଳିତ ଓ ନିବିଡ଼ ଧୂମରାଶି ହାଇେ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କୋର୍ଧ ରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ବା ସର୍ବଗ୍ରାସକ ଅଗ୍ନି ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ଵଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ଵା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Odia Bible ERV 2004 (ପବିତ୍ର ବାଇବଲ)
ଦେଖ! ସଦାପ୍ରଭୁଙ୍କର ନାମ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;