Isaiah 30:28 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଲାବିତ ଷୋର୍ତ ତୁଲ୍ଯ ସର୍ବଦେଶୀଯ ଲୋକମାନଙ୍କୁ 'ଅସାରତା ରୂପକ ଚାଲୁଣୀ ରେ' ଚଲାଇବା ନିମନ୍ତେ ତାହା କଣ୍ଠ ପର୍ୟ୍ଯନ୍ତ ଉଠୁଅଛି। ଆଉ ସହେି ଗୋଷ୍ଠୀ ସମୂହର ମୁଖ ରେ ଭ୍ରାନ୍ତିଜନକ ଲଗାମ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କର ଶ୍ଵାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ ⇧।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଳାବିତ ସ୍ରୋତ ତୁଲ୍ୟ ସର୍ବଦେଶୀୟ ଲୋକମାନଙ୍କୁ ‘ଅସାରତା ରୂପକ ଗ୍ଭଲୁଣୀରେ’ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି। ଆଉ ସେହି ଗୋଷ୍ଠୀ ସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।