Isaiah 30:29 — Compare Translations

5 translations compared side by side

Odia - 1840
"ସହେି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭମାନେେ ଆନନ୍ଦ ରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇଶ୍ରାୟେଲର ଶୈଳ ନିକଟକୁ ୟିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସହେିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।