Isaiah 30:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହବେ। ସେ ତାକୁ ଏକ ଦଣ୍ଡ ରେ ଆଘାତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ତାଘାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।