Isaiah 30:32 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣା ରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତି ରେ ସେ ଅଶୂରର ପତନ ଘଟାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣାରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତିରେ ସେ ଅଶୂରର ପତନ ଘଟାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।