Isaiah 30:33 — Compare Translations
5 translations compared side by side
Odia - 1840
"ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୋଫତ୍ (ଅଗ୍ନିକୁଣ୍ତ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ଵଳିତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Odia IRV 2017 (ଓଡିଆ ବାଇବେଲ)