Isaiah 30:4 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋଯନ ରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନଷେକୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋୟନରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନେଷକୁ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।