Isaiah 30:5 — Compare Translations

5 translations compared side by side

Odia - 1840
"ସମାନେେ ହତାଶ ହବେେ କାରଣ ଯେଉଁ ବ୍ଯକ୍ତିମାନଙ୍କ ଉପ ରେ ସମାନେେ ସାହାୟ୍ଯ ପାଇଁ ବିଶ୍ବାସ କରିବେ, ସମାନେେ ସାହାୟ୍ଯ କରିବେ ନାହିଁ। ସମାନେେ ଲଜ୍ଜା ଏବଂ କଳଙ୍କ ପାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କି ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହତାଶ ହେବେ କାରଣ ଯେଉଁ ବ୍ୟକ୍ତିମାନଙ୍କ ଉପରେ ସେମାନେ ସାହାଯ୍ୟ ପାଇଁ ବିଶ୍ୱାସ କରିବେ, ସେମାନେ ସାହାଯ୍ୟ କରିବେ ନାହିଁ। ସେମାନେ ଲଜ୍ଜା ଏବଂ କଳଙ୍କ ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”