Isaiah 30:7 — Compare Translations

5 translations compared side by side

Odia - 1840
"ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମିଶର ବୃଥା ଓ ମିଥ୍ୟାରେ ସାହାଯ୍ୟ କରେ। ତେଣୁ ମୁଁ ତାକୁ “ନିଷ୍କର୍ମା ରାହାବ” ବୋଲି ନାମକରଣ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।