Isaiah 30:8 — Compare Translations
5 translations compared side by side
Odia - 1840
"ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନ; କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ଯ୍ୟନ୍ତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।