Isaiah 31:1 — Compare Translations
5 translations compared side by side
Odia - 1840
"ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି ⇧, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କ ଶକ୍ତି ଉପରେ ନିର୍ଭର କରିବା ଉଚିତ୍ ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!