Isaiah 31:2 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ଯକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଚାରୀମାନଙ୍କ ପ୍ରତିକୂଳ ରେ ଓ ଅଧର୍ମାଚାରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧ ରେ ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ୟକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଗ୍ଭରୀମାନଙ୍କ ପ୍ରତିକୂଳରେ ଓ ଅଧର୍ମାଗ୍ଭରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧରେ ଉଠିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।