Isaiah 31:3 — Compare Translations
5 translations compared side by side
Odia - 1840
"ମିଶରୀଯମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ବର ନିହଁନ୍ତି। ସମାନଙ୍କେର ଅଶ୍ବଗଣ ମାଂସରୁ ଏବଂ ହାତରୁ ତିଆରି ମାତ୍ର ଆତ୍ମା ନୁହଁନ୍ତି। ସଦାପ୍ରଭୁ ଯେତବେେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାୟ୍ଯ ପ୍ରାପ୍ତ ବ୍ଯକ୍ତିର ମଧ୍ଯ ପତନ ଘଟିବ। ଉଭୟ ଏକତ୍ର ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ଵର ନୁହନ୍ତି ଓ ସେମାନଙ୍କ ଅଶ୍ଵଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି, ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ୱର ନୁହନ୍ତି। ସେମାନଙ୍କର ଅଶ୍ୱଗଣ ମାଂସରୁ ଏବଂ ହାଡ଼ରୁ ତିଆରି ମାତ୍ର ଆତ୍ମା ନୁହନ୍ତି। ସଦାପ୍ରଭୁ ଯେତେବେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାଯ୍ୟ ପ୍ରାପ୍ତ ବ୍ୟକ୍ତିର ମଧ୍ୟ ପତନ ଘଟିବ। ଉଭୟ ଏକତ୍ର ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।