Isaiah 31:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ଯେତବେେଳେ ସିଂହ ଓ ୟୁବା ସିଂହ ଶିକାର ଧ ରେ ଓ ସହେି ମୃତ ପ୍ରାଣୀ ଉପ ରେ ସେତବେେଳେ ବହୁ ମଷେପାଳକ ତା ବିରୁଦ୍ଧ ରେ ଗର୍ଜନ କଲେ ହେଁ ସେ କବେେ ଭୟଭୀତ ହୁଏ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, “ଯେତେବେଳେ ସିଂହ ଓ ଯୁବା ସିଂହ ଶିକାର ଧରେ ଓ ସେହି ମୃତ ପ୍ରାଣୀ ଉପରେ ସେତେବେଳେ ବହୁ ମେଷପାଳକ ତା’ ବିରୁଦ୍ଧରେ ଗର୍ଜନ କଲେ ହେଁ ସେ କେବେ ଭୟଭୀତ ହୁଏ ନାହିଁ।” ସେହିପରି ସଦାପ୍ରଭୁ ସର୍ବଶକ୍ତିମାନ ସିୟୋନ ପର୍ବତରେ ଓ ତା’ର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।