Isaiah 31:5 — Compare Translations
5 translations compared side by side
Odia - 1840
"ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ବସାକୁ ରକ୍ଷା କରନ୍ତି। ସହେିପରି ସର୍ବଶକ୍ତିମାନ ସଦାପ୍ରଭୁ ୟିରୁଶାଲମକୁ ରକ୍ଷା କରିବେ। ସେ ତାକୁ ଉଦ୍ଧାର ଓ ନିସ୍ତାର' କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି (ରକ୍ଷା କରନ୍ତି), ସେପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ବସାକୁ ରକ୍ଷା କରନ୍ତି। ସେହିପରି ସର୍ବଶକ୍ତିମାନ ସଦାପ୍ରଭୁ ଯିରୁଶାଲମକୁ ରକ୍ଷା କରିବେ। ସେ ତାକୁ “ଉଦ୍ଧାର ଓ ନିସ୍ତାର” କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।