Isaiah 31:6 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଯେଉଁ ପରମେଶ୍ୱରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହୋଇଅଛ, ତାଙ୍କ ନିକଟକୁ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।

Recommended Reading