Isaiah 31:7 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭମାନେେ ପ୍ରେତ୍ୟକକ ସ୍ବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ପ୍ରତିମାଗୁଡ଼ିକୁ ପୂଜା କରି ପାପ କରିଛ। ତେଣୁ ସଗେୁଡ଼ିକୁ ତୁମ୍ଭମାନେେ ପକାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ଵର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ପ୍ରତ୍ୟେକ ସ୍ୱର୍ଣ୍ଣ ଓ ରୌପ୍ୟ ନିର୍ମିତ ପ୍ରତିମାଗୁଡ଼ିକୁ ପୂଜା କରି ପାପ କରିଛ। ତେଣୁ ସେଗୁଡ଼ିକୁ ତୁମ୍ଭେମାନେ ପକାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।