Isaiah 31:8 — Compare Translations

5 translations compared side by side

Odia - 1840
"ଏହା ସତ୍ଯ ସଦେିନ ଅଶୂର ଖଡ୍ଗ ରେ ପତିତ ହବେ। ମାତ୍ର ତାହା ମନୁଷ୍ଯର ଖଡ୍ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହବେ ମାତ୍ର ତାହା ମନୁଷ୍ଯ ଖଡ୍ଗ ରେ ନୁହେଁ। ପୁଣି ସେ ଖଡ୍ଗ ରେ ସମ୍ମୁଖରୁ ପଳାଯନ କରିବ। ତା'ର ୟୁବକମାନେ କ୍ରୀତଦାସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅଶୂରୀୟ ଖଡ଼୍‍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍‍ଗରେ ନୁହେଁନ୍ତ ପୁଣି, ଖଡ଼୍‍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍‍ଗ ନୁହେଁ; ଆଉ, ସେ ଖଡ଼୍‍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ସେଦିନ ଅଶୂର ‌‌ଖ‌ଡ଼୍‌ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ‌‌ଖ‌ଡ଼୍‌ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ‌‌ଖ‌ଡ଼୍‌ଗରେ ନୁହେଁ। ପୁଣି ସେ ‌‌ଖ‌ଡ଼୍‌ଗରେ ସମ୍ମୁଖରୁ ପଳାୟନ କରିବ। ତା’ର ଯୁବକମାନେ କ୍ରୀତଦାସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।