Isaiah 31:9 — Compare Translations

5 translations compared side by side

Odia - 1840
"ଆଉ ତା'ର ଶୈଳ ଅନ୍ତର୍ହିତ ହବେ। ତା'ର ଅଧିପତିମାନେ ଧ୍ବଜା ଛାଡ଼ି ପଳାଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ଵଜା ଦେଖି ଉଦ୍ବିଗ୍ନ ହେବେ, ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ତ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତା’ର ଶୈଳ ଅନ୍ତର୍ହିତ ହେବ। ତା’ର ଅଧିପତିମାନେ ଧ୍ୱଜା ଛାଡ଼ି ପଳାୟନ କରିବେ। ସଦାପ୍ରଭୁ ଏହିସବୁ କୁହନ୍ତି, “ତାଙ୍କର ଅଗ୍ନି ସିୟୋନରେ ଓ ଯଜ୍ଞବେଦି ଯିରୁଶାଲମରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।