Isaiah 32:1 — Compare Translations

5 translations compared side by side

Odia - 1840
"ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ଵ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତିଗଣ ଉତ୍ତମ ଓ ନ୍ୟାୟପରାୟଣ ହେବା ଉଚିତ୍ ଦେଖ, ଜଣେ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିଗଣ ନ୍ୟାୟରେ ଶାସନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।