Isaiah 32:10 — Compare Translations

5 translations compared side by side

Odia - 1840
"ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ବର୍ଷକ ପ ରେ ଉଦ୍ବିଗ୍ନା ହବେ। କାରଣ ଦ୍ରାକ୍ଷାଫଳର ଅଭାବ ହବେ, ଫଳ ଅମଳର ସମୟ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ବର୍ଷକ ପରେ ଉ‌‌ଦ୍‌‌ବିଗ୍ନା ହେବ। କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।