Isaiah 32:11 — Compare Translations

5 translations compared side by side

Odia - 1840
"ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଶାନ୍ତିପ୍ରିୟ ନାରୀଗଣ, ତୁମ୍ଭେମାନେ କମ୍ପିତା ହେବ। ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ଉ‌‌ଦ୍‌‌ବିଗ୍ନା ହେବ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶରେ ଚଟ ବାନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
Odia IRV 2017 (ଓଡିଆ ବାଇବେଲ)
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।