Isaiah 32:12 — Compare Translations

5 translations compared side by side

Odia - 1840
"ସହେି ମନୋରମ ଫଳ କ୍ଷତେ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖ ରେ ଛାତିକୁ ମାରି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରିହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନୋରମ ଫଳ କ୍ଷେତ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖରେ ଛାତିକୁ ମାରି ହେବେ। ରୋଦନ କର କାରଣ ତୁମ୍ଭର କ୍ଷେତ ଶୂନ୍ୟ ଓ ଦ୍ରାକ୍ଷାଲତା ଫଳହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।