Isaiah 32:13 — Compare Translations

5 translations compared side by side

Odia - 1840
"ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ମୋର ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷରେ ପୂର୍ଣ୍ଣ ହେବା ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
Odia IRV 2017 (ଓଡିଆ ବାଇବେଲ)
ମୋ’ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;