Isaiah 32:14 — Compare Translations

5 translations compared side by side

Odia - 1840
"ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ମୋର ଲୋକମାନେ ରାଜନଗରୀ ପରିତ୍ୟାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ୟ ହେବ। ଗିରି ଓ ପ୍ରହରୀ ଦୁର୍ଗ ଚିରିକାଳ ଗୁହାମୟ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
Odia IRV 2017 (ଓଡିଆ ବାଇବେଲ)
କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;