Isaiah 32:15 — Compare Translations

5 translations compared side by side

Odia - 1840
"ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ଊର୍ଦ୍ଧ୍ଵରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା’ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।